ଆଜି ୪ ରାଜ୍ୟରେ ହେବ ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ: ଆଜି ୪ ରାଜ୍ୟରେ ହେବ ରାଜ୍ୟସଭା ନିର୍ବାଚନ । ୧୬ଟି ରାଜ୍ୟସଭା ଆସନ ପାଇଁ ହରିଆଣା, ରାଜସ୍ଥାନ, ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ଭୋଟ୍‌ ଗ୍ରହଣ ହେବ । ଏଥି ପାଇଁ ଏହି ୪ଟି ରାଜ୍ୟରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।  ହରିଆଣାର ୨, ରାଜସ୍ଥାନର ୪, ମହାରାଷ୍ଟ୍ରର ୬ ଓ କର୍ଣ୍ଣାଟକର ୪ଟି ରାଜ୍ୟସଭା ଆସନ ଭୋଟ ଗ୍ରହଣ କରାଯିବ । ଆଜିର ଏହି ନିର୍ବାଚନ ପ୍ରକ୍ରିୟା ସମ୍ପର୍ଣ୍ଣ ଭିଡିଓଗ୍ରାଫି ମାଧ୍ୟମରେ କରାଯିବ ବୋଲି ସୂଚନା ଦିଆଯାଇଛି ।

Spread the love