ରମାରଂଜନ ବଳିୟାରସିଂହ, ଉର୍ମିଳା ମହାପାତ୍ର ଏବଂ ରାଜେନ୍ଦ୍ର ପଣ୍ଡା ହେଲେ ରାଜ୍ୟ ମୁଖପାତ୍ର

ଦଳୀୟ ମିଡଆ ବିଭାଗକୁ ଆହୁରି ଅଧିକ ସୁଦୃଢ କରିବା
ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ୩ ଜଣଙ୍କୁ ରାଜ୍ୟ ମୁଖପାତ୍ର ଦାୟୀତ୍ୱ ପ୍ରଦାନ କରାଯାଇଛି ।

ନେତାତଥା ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ, ଭୂବନେଶ୍ୱର ମହାନଗର ନିଗମର ପୂର୍ବତନ ଉପାଧ୍ୟକ୍ଷା ଉର୍ମିଳା ମହାପାତ୍ର ଏବଂ ଯୁବନେତା ରାଜେନ୍ଦ୍ର ପଣ୍ଡାଙ୍କୁ ରାଜ୍ୟମୁଖପାତ୍ର ଦାୟୀତ୍ୱ ପ୍ରଦାନ କରାଯାଇଛି ।

Spread the love