ଆଜିର ରାଶିଫଳ

ମେଷ– ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ହେତୁ କାମଗୁଡିକ ଅସମ୍ପୂର୍ଣ୍ଣ ରହିଯିବ । କର୍ମକ୍ଷେତ୍ର ଓ ବାଣିଜ୍ୟ ବ୍ୟବସାୟରେ ଅଗ୍ରଗତି କରିବେ । ନୂତନ ଯୋଜନା କାର୍ଯ୍ୟକାରୀ ଏବଂ ମାନସିକ ଖୁସି ଲାଭ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – କାଳକ୍ଷେପଣ ନୀତିରେ କେତେକ କାମକୁ ଅବହେଳା କରି ସମାଲୋଚିତ ହୋଇପାରନ୍ତି । ନୂତନ ଯୋଜନା କାର୍ଯ୍ୟକାରୀ ହେବ । ଉଜ୍ଜ୍ୱଳ ଭବିଷ୍ୟତ କଳ୍ପନା କରିବେ । ବ୍ୟବସାୟରେ ଉନ୍ନତି ହୋଇପାରେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜିଠୁ କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ପରିଶ୍ରମ ଜନିତ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବନ୍ଧୁଙ୍କ ନିକଟରୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ବ୍ୟବସାୟରେ ଅଗ୍ରଗତି ଏବଂ ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭରା ଦିନଟି ।

କର୍କଟ– ପାରିବାରିକ କ୍ଷେତ୍ରରେ ଠିକ୍ ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ । କେତେକ ଆକସ୍ମିକ ପ୍ରତିବନ୍ଧକ କାରଣରୁ କାମ ହାସଲ କଷ୍ଟ କର ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କଳା ସଂସ୍କୃତି କ୍ଷେତ୍ରରେ ଅଗ୍ରଗତି କରିବେ । ନୂତନ ପୋଷକ କିଣିବେ । ଶୁଭ ରଙ୍ଗ ଗ୍ରୀନ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ସିଂହ – ଶୁଭ ଖବର ପାଇ ଉଲ୍ଲସିତ ହେବେ ଏବଂ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବେ ।ଉନ୍ନତ ମାନର କାର୍ଯ୍ୟ କରି, ଜ୍ଞାନ ଗବେଷଣା ଦିଗରେ ଅଗ୍ରଗତି କରିବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ଅଗ୍ରଗତି ହୋଇପାରେ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ସଭାସମିତିରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଗଭୀର ଭାବରେ ଅନୁଧ୍ୟାନ କରି ନିଷ୍ପତ୍ତି ଗ୍ରହଣ କରିବେ । ଭାବିଥିବା କାମର ଗତି ମଜଭୁତ ରହିବ । କିଛି ଲୋକଙ୍କର ଆପଣ ଉନ୍ନତି କରାଇବେ । ଶୁଭ ରଙ୍ଗ ଧଳା ।ଶୁଭ ଅଙ୍କ ୪ ।
ଚାଷୀ- ଗୋବର ଖତର ବ୍ୟବହାର କରିବା ଉଚିତ୍।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା- ସଭାସମିତି ରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତି କୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ନୂତନ କର୍ମ ଯୋଜନା ସ୍ଥିର କରିବେ ଏବଂ ସାହିତ୍ୟ କଳା ଏବଂ ଗବେଷଣା ଦିଗରେ ଅଗ୍ରଗତି କରିବେ । ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଉନ୍ନତି ହେବ । କଳା କ୍ଷେତ୍ରରେ ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ କରିବେ । ନୂତନ ଦିଗରୁ ଧନ ପ୍ରାପ୍ତି ହେବାର ସୁଯୋଗ ଅଛି । ପାରିବାରିକ କ୍ଷେତ୍ରରେ ସହଯୋଗ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – କୌଶଳପୂର୍ଣ୍ଣ କଥା କହି ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।ଦିନଟି ଆପଣଙ୍କ ଲାଗି ଖୁସି ନେଇ ଆସିଛି । ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କର ସବୁ କାମ ପୂରା ହେବ । ଚାକରି ସମ୍ବନ୍ଧରେ ଭଲ ଖବର ପାଇବେ । ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କର ମନ ଲାଗିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର – ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପୁରୁଣା ଚିନ୍ତା ଭୁଲି ଆଗକୁ ବଢିବା ପାଇଁ ଭାବନ୍ତୁ । କାହାରିକୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ । କାରବାର ସମ୍ବନ୍ଧୀୟ ଯାତ୍ରା କରିବାକୁ ପଡିପାରେ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ – ନିଜର ଦୂରଦୃଷ୍ଟି ଓ କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାଶ୍ୱିର୍କ ପରିସ୍ଥିତି ଭଲ ରହିବ ।ଆପଣଙ୍କ ଧ୍ୟନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍ ଆଲୋଚନା ଲାଭପ୍ରଦ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ ।ଦିନଟି ଆପଣଙ୍କ ଲାଗି ଅନୁକୁଳ । ସଫଳତା ହାସଲ କରିବା ଲାଗି ତତ୍ପର ରହିବେ । ଆପଣଙ୍କ ଯାତ୍ରା ଲାଭଦାୟକ ରହିବ । ଗବେଷଣାରେ ନୂଆ ପରିଯୋଜନା ମିଳିବ । ଶୁଭ ରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

Spread the love