ବିଜେପିରେ ମିଶିଲେ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର: ବିଜେଡି ଛାଡି  ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ରଞ୍ଚନ ଦାଶ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି । ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ଆସି ବିଜେପିରେ ସାମିଲ ହେଲେ ସମୀର ଦାଶ । ଟିକେଟ କଟିବା ନେଇ ଅସନ୍ତୁଷ୍ଟ ଥିବା ସମୀର ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ।

Spread the love