ହିନ୍ଦୀ ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ହୃଦଘାତରେ ଦେହାନ୍ତ

ମୁମ୍ବାଇ: ହୃଦଘାତରେ  ବିଗ୍‌ ବସ୍‌ ବିଜେତା ସିଦ୍ଧାର୍ଥ ଶୁକ୍ଲା ଙ୍କ ପରଲୋକ   ହୋଇଛି ।  ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା। ଗତକାଲି ରାତିରେ ସିଦ୍ଧାର୍ଥ ଶୋଇବା ପୂର୍ବରୁ କିଛି ଔଷଧ ଖାଇଥିଲେ। କିନ୍ତୁ ଆଜି ସକାଳେ ସେ ଆଉ ଉଠିନଥିଲେ। ଏହାପରେ ପରିବାର ଲୋକେତ ସକାଳ ପ୍ରର୍ୟ ସାଢ଼େ ୯ଟା ବେଳେ ମୁମ୍ବାଇର କୁପର ହସ୍ପିଟାଲକୁ ନେଇଯାଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ଏବଂ ହୃଦ୍‌ଘାତ ହୋଇଥିବା କହିଥିଲେ।

Spread the love