Skip to content
Wednesday, September 9, 2026
Latest:
  • ସୋଆ ଆଇଡିଆଥନ୍ ୨୦୨୬: ବିକଶିତ ଭାରତ ୨୦୪୭ ନିମନ୍ତେ ନବସୃଜନକୁ ପ୍ରୋତ୍ସାହନ
  • ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଓଡିଶାବାସୀ ଆମ ଉପରେ ଆସ୍ଥା ପ୍ରକଟ କରିଛନ୍ତି: ମନମୋହନ ସାମଲ
  • ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି : ସୋଆ ଉପସଭାପତି
  • ସମ୍ମମ୍‌ରେ ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମ୍‌ର ଶୁଭାରମ୍ଭ ଓଡ଼ିଶାର ପ୍ରଥମ
  • କେଜି ରୁ ପିଜି’ ନିଃଶୁଳ୍କ ଶିକ୍ଷାରେ ଓଡ଼ିଶା ଦେଶରେ ପ୍ରଥମ; ଆଗାମୀ ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ
Satya Drasta

Satya Drasta

The Milestone having no Alternative

  • ରାଜନୀତି
  • ରାଜ୍ୟ
  • ଜାତୀୟ
  • କ୍ରୀଡା ଜଗତ
  • ଅନ୍ତର୍ଜାତୀୟ
  • IPL-T-20
  • English
  • ସମ୍ପାଦକୀୟ
  • ସ୍ୱତନ୍ତ୍ର
  • ବାଣିଜ୍ୟ
  • ଗ୍ଲାମର
  • ହୋଲି
  • Republic Day
  • Contact Us
News ରାଜ୍ୟ 

ଆରମ୍ଭ ହେଲା ସୁମା ସିକ୍ୟୁରିଟି ଏଜେନ୍ସି, ଉଦ୍‌ଘାଟନ କଲେ ସୋଆର ପ୍ରତିଷ୍ଠାତା ସଭାପତି ଡକ୍ଟର ମନୋଜରଞ୍ଜନ ନାୟକ

August 17, 2022 Satya state, summa-agency-logo

ଭୁବନେଶ୍ୱର ୧୭/୦୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡାକ୍ତର ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ନୂତନ ସିକ୍ୟୁରିଟି ଏଜେନ୍ସି “ସୁମା ସିକ୍ୟୁରିଟି ଏଜେନ୍ସି” ଉଦଘାଟିତ ହୋଇଯାଇଛି । ପ୍ରଫେସର ନାୟକ ଏହାର ଲୋଗୋକୁ ଉନ୍ମୋଚିତ କରିଥିବା ସହ ଅଭିବାଦନ ଗ୍ରହଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୋଆ ର ଚିଫ ଭିଜିଲାନ୍ସ ଅଫିସର ତଥା ଡାଇରେକଟର ରିସୋରସେସ ଶ୍ରୀ ଯୁଗଳ ଦାସ, ଆଇନ ବିଭାଗ ନିର୍ଦେଶକ ଶ୍ରୀ ସଞ୍ଜୟ କୁମାର ସାହୁ, ଏସଏଚଏମ ଡିନ ପ୍ରଫେସର ଶିତିକଣ୍ଠ ମିଶ୍ର, ପ୍ରମେୟ ଓ ନ୍ୟୁଜ ସେଭେନ ର ଗ୍ରୁପ ଏଡିଟର ଶ୍ରୀ ଗୋପାଳ କୃଷ୍ଣ ମହାପାତ୍ର, ନିୟୁଜ ସେଭେନର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ, ପ୍ରମେୟ ଓ ନ୍ୟୁଜ ସେଭେନର ନିର୍ଦେଶକ (ସେଲସ ଆଣ୍ଡ ମାର୍କେଟିଙ୍ଗ )ଶ୍ରୀ ହିମାଂଶୁ ହୋତା ଓ ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ସୁମା ସିକ୍ୟୁରିଟି ଏଜେନସିର ଉଦେଶ୍ୟ ରହିଛି ସେବା, ଶାନ୍ତି ଓ ସୁରକ୍ଷା । ଆଗାମୀ ଦିନରେ ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ବିଭିନ୍ନ ଅନୁଷ୍ଠାନ ଓ ହସ୍ପିଟାଲର ସୁରକ୍ଷା କାର୍ଯ୍ୟରେ ଏହି ଏଜେନସି ର ସୁରକ୍ଷା କର୍ମୀମାନେ ନିୟୋଜିତ ହେବାର ଯୋଜନା ରହିଛି ।

Post Views: 302
Spread the love
  • ← ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୦ କୋଭିଡ୍ ପଜିଟିଭ୍
  • ତ୍ୱଚା ପାଇଁ ମଲ୍ଲୀ ଫୁଲ →

ADVT

Recent Posts

  • ସୋଆ ଆଇଡିଆଥନ୍ ୨୦୨୬: ବିକଶିତ ଭାରତ ୨୦୪୭ ନିମନ୍ତେ ନବସୃଜନକୁ ପ୍ରୋତ୍ସାହନ September 7, 2026
  • ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଓଡିଶାବାସୀ ଆମ ଉପରେ ଆସ୍ଥା ପ୍ରକଟ କରିଛନ୍ତି: ମନମୋହନ ସାମଲ September 5, 2026
  • ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି : ସୋଆ ଉପସଭାପତି September 5, 2026
  • ସମ୍ମମ୍‌ରେ ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମ୍‌ର ଶୁଭାରମ୍ଭ ଓଡ଼ିଶାର ପ୍ରଥମ September 5, 2026
  • କେଜି ରୁ ପିଜି’ ନିଃଶୁଳ୍କ ଶିକ୍ଷାରେ ଓଡ଼ିଶା ଦେଶରେ ପ୍ରଥମ; ଆଗାମୀ ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ September 5, 2026

Calendar

September 2026
M T W T F S S
 123456
78910111213
14151617181920
21222324252627
282930  
« Aug    
Copyright © 2026 Satya Drasta. All rights reserved.
Theme: ColorMag by ThemeGrill. Powered by WordPress.