ଓଡ଼ିଶା ରେଳ ଦୁର୍ଘଟଣା: ବିଚାର ବିଭାଗୀୟ ତଦନ୍ତ ଦାବି କରି ସୁପ୍ରିମ୍‌ କୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ

ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ବର ଜିଲ୍ଲା ଅନ୍ତର୍ଗତ ବାହାନଗାରେ ଘଟିଯାଇଥିବା ‌ରେଳ ଦୁର୍ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ସୁପ୍ରିମ୍‌ କ‌ୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି।

Read more