ଆଇପିଏଲ କ୍ବାଲିଫାୟର-୧ : ଗୁଜରାଟ ଆଗରେ ୧୭୩ ରନର ଲକ୍ଷ୍ୟ ରଖିଲା ଚେନ୍ନାଇ

ଚେନ୍ନାଇ : ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୩ର ପ୍ରଥମ କ୍ବାଲିଫାୟର-୧ରେ ଗୁଜରାଟ ଆଗରେ ୧୭୩ ରନର ଲକ୍ଷ୍ୟ ରଖିଛି ଚେନ୍ନାଇ ସୁପରକିଙ୍ଗସ୍ ।

Read more