ପୁଣି ଡରାଇଲାଣି କରୋନା, ଜରୁରୀ ବୈଠକ ଡାକିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ପୁଣି ଡରାଇଲାଣି କରୋନା । କେତେକ ସ୍ଥାନରେ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଆସନ୍ତାକାଲି କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ସବୁ ରାଜ୍ୟର ବୈଠକ ବସିବ ।

Read more