ନାବାଳିକାଙ୍କୁ ଦୁଷ୍କର୍ମ ମାମଲା: ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍‌, ୨୬ ହଜାର ଜରିମାନା ନିର୍ଦ୍ଦେଶ

ଅନୁଗୁଳ: ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଦୁଷ୍କର୍ମକାରୀକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅନୁଗୁଳର ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ବତନ୍ତ୍ର ପକ୍‌ସୋ ଅଦାଲତ। ତାଳଚେର କୋଲିୟାରୀ

Read more