ରାଜଧାନୀର ସର୍ବସାଧାରଣ ସ୍ଥାନରେ ଅଳିଆ ଆବର୍ଜନା ଜାଳିଲେ ଗଣିବେ ୧୦ ହଜାର ଟଙ୍କା ତଣ୍ଡ, ବିଏମସିର କଡା ନିୟମ

ଆକ୍ସନ ମୋଡରେ ବିଏମସି । ଏଣିକି ରାଜଧାନୀର ସର୍ବସାଧାରଣ ସ୍ଥାନରେ ଅଳିଆ ଆବର୍ଜନା ଜାଳିଲେ ଗଣିବେ ତଣ୍ଡ । ୧୦ ହଜାର ଟଙ୍କା ଜରିମାନା ଦେବାକୁ ହେବ

Read more