ପରୀକ୍ଷା ଦେବାରୁ ବଞ୍ଚିତ ହେଲେ ୧୧ ଛାତ୍ରଛାତ୍ରୀ

କଟକ ୩୦।୭: ଆଜିଠୁ ଆରମ୍ଭ ହୋଇଛି ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା । ତେବେ ଅନେକ ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ନପାଇ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି ।

Read more