ଘରୋଇ ସ୍କୁଲରେ ଅଘଟଣ: ପ୍ରଥମ ମହଲାରୁ ପଡ଼ି ଦଶମ ଶ୍ରେଣୀ ଛାତ୍ରୀ ଗୁରୁତର, ଅନ୍ୟ ୧୦ ଛାତ୍ରଛାତ୍ରୀ ଅସୁସ୍ଥ

ରାୟଗଡ଼ା: ରାୟଗଡା ସହରରେ ଥିବା ଏକ ଘରୋଇ ସ୍କୁଲରେ ଆଜି ଅଘଟଣ ଘଟିଛି। ବାରିଝୋଲା ନିକଟସ୍ଥ ଶ୍ରୀ ଚୈତନ୍ୟ ଟେକ୍ନୋ ସ୍କୁଲରେ ଶିକ୍ଷାଦାନ ଚାଲିଥିବା ସମୟରେ ହଠାତ୍

Read more