୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୯।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more