ଦିଲ୍ଲୀ ଆଗରେ ୧୨୮ ରନର ବିଜୟ ଲକ୍ଷ୍ୟ ରଖିଲା କୋଲକାତା

ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲର ୨୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ ଆଗରେ ୧୨୮ ରନର ବିଜୟ ଲକ୍ଷ୍ୟ ରଖିଛି କୋଲକାତା ନାଇଟରାଇଡର୍ସ

Read more