୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଆକ୍ସନ, ୪ ଅଫିସରଙ୍କୁ ଚାକିରିରୁ ବହିଷ୍କାର କଲେ ରାଜ୍ୟ ସରକାର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର

Read more