ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ନୂତନ ପଦବିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି।

Read more