୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୩।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more