ଅଗ୍ନିପଥ ବିରୋଧରେ ଜୁନ ୧୮ରେ ବିହାର ବନ୍ଦ ଘୋଷଣା

ନୂଆଦିଲ୍ଲୀ: ସେନାରେ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାର ପ୍ରତିବାଦର ସ୍ୱର ତୀବ୍ର ହେବାରେ ଲାଗିଛି । ବିକ୍ଷୋଭ ପ୍ରଦର୍ଶନ ହିଂସାର ରୂପ ନେଇ ସାରିଛି ।

Read more