ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀ ମନ୍ଦିର, ଖର୍ଚ୍ଚ ହେବ ୧୮ କୋଟି ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି | ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ

Read more