କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ,ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ: ବିଶୋ ପାରାଜୁଲି

ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ ବୋଲି ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ତଥା ଭାରତ ମୁଖ୍ୟ ବିଶୋ ପାରାଜୁଲି କହିଛନ୍ତି ।

Read more