ଦିନ ଦ୍ୱିପ୍ରହରରେ ଧାରୁଆ ଅସ୍ତ୍ରରେ ଯୁବତୀଙ୍କୁ ଗୋଡାଇ ଗୋଡାଇ ହାଣିଲେ ଯୁବକ, ଭିଡିଓ ଭାଇରଲ

ମହାରାଷ୍ଟ୍ରରେ ପୁଣିଥରେ ଜଣେ ଯୁବତୀଙ୍କୁ ବିଚ୍‌ ରାସ୍ତାରେ ଆକ୍ରମଣ କରିଛନ୍ତି ଜଣେ ଯୁବକ । ହାତରେ ଧାରୁଆ ଅସ୍ତ୍ର ଧରି ଯୁବତୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଯୁବକ।

Read more