୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୦।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more