୨ ଦିନ ପରେ ଦେବସ୍ନାନ ପୂର୍ଣ୍ଣିମା: ସଜାଇ ହେଉଛି ସ୍ନାନବେଦି

ପୁରୀ: ଆଉ ଦୁଇଦିନ ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ଅଧିକ ଭକ୍ତ ସ୍ନାନପୂର୍ଣ୍ଣିମାରେ ଦର୍ଶନ ପାଇଁ ଆସିପାରନ୍ତି

Read more