କୋଏଲ ନଦୀରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ, ଦୁଇ ଉଦ୍ଧାର

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ରାଉରକେଲାରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି | ରାଉରକେଲାର କୋଏଲ ନଦୀରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇଜଣଙ୍କୁ ଉଦ୍ଧାର

Read more