ସାଳନ୍ଦୀ ନଦୀରେ ବୁଡ଼ି ୨ କାଉଡ଼ିଆ ନିଖୋଜ, ଜଣେ ଉଦ୍ଧାର

ଖଇରା: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧୀନ ବରଦା ଅଞ୍ଚଳରେ ଅଘଟଣ। ସିନ୍ଧୁକେଶ୍ବର ମହାଦେବ ମନ୍ଦିରକୁ ଜଳ ଢାଳିବାକୁ ଯାଉଥିବା ବେଳେ ବରଦା ପୋଲ ନିକଟରେ ଘଟିଛି

Read more