ଆମ ବସଷ୍ଟାଣ୍ଡ ଅଧିନରେ ୧୩ଟି ଜିଲ୍ଲାର ୨୦ଟି ନୂତନ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆମ ବସଷ୍ଟାଣ୍ଡ ଯୋଜନାରେ ୧୩ଟି ଜିଲ୍ଲାର ୨୦ଟି ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲରେ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଉଦଘାଟନ

Read more