୩ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍: ଚଳନ୍ତା କାରରେ ବିଧବାଙ୍କୁ କରିଥିଲେ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ ଅଦାଲତରେ ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଚଳନ୍ତା କାରରେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ

Read more