କୋଠାରେ ଭୟାବହ ଅଗ୍ନିକାଣ୍ଡ, ୨୦ ଜଣଙ୍କ ମୃତ୍ୟୁ, ଉଦ୍ଧାରକାର୍ଯ୍ୟ ଜାରି

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରୁ ଆସିଛି ହୃଦୟ ବିଦାରକ ଘଟଣା। ଦିଲ୍ଲୀର ମୁଣ୍ଡକା ଅଞ୍ଚଳରେ ଏକ କୋଠାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି।

Read more