ଆଇପିଏଲ୍‌-୧୬: ଯଶସ୍ବୀ ଜୟସ୍ବାଲଙ୍କ ଶତକ, ମୁମ୍ବାଇକୁ ୨୧୩ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ରାଜସ୍ଥାନ

ମୁମ୍ବାଇ: ରାଜସ୍ଥାନ ରୟାଲ୍ସର ପ୍ରାରମ୍ଭିକ ବ୍ୟାଟର ଯଶସ୍ବୀ ଜୟସ୍ବାଲ ଶତକ ହାସଲ କରିଛନ୍ତି। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ତମ ସଂସ୍କରଣର ୪୨ତମ ମ୍ୟାଚ୍‌ରେ ଜୟସ୍ବାଲ ରବିବାର

Read more