ଲଘୁଚାପ ପ୍ରଭାବ, ଆଉ ୨୪ ଘଣ୍ଟା ବର୍ଷା

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଯାଇଛି। ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଓଡ଼ିଶା ଉପକୂଳ ତଥା ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ

Read more