ଏମ୍‌ସ ଭୁବନେଶ୍ୱରକୁ ପ୍ରତିବର୍ଷ ଆସୁଛନ୍ତି ୨୫୦-୩୫୦ ନୂତନ ଶିଶୁ କର୍କଟ ରୋଗୀ : କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର: ଶିଶୁ କର୍କଟ ରୋଗୀଙ୍କୁ ବିଶେଷ ଚିକିତ୍ସା ଯୋଗାଇଦେବାରେ ଏମ୍‌ସ ଭୁବନେଶ୍ୱର ହେଉଛି ରାଜ୍ୟର ଏକମାତ୍ର ସରକାରୀ ଅନୁଷ୍ଠାନ। ପ୍ରତିବର୍ଷ ଏହି ଜାତୀୟ ଅନୁଷ୍ଠାନକୁ ୨୫୦-୩୫୦ ନୂତନ

Read more