୩୦୦୦ ଟଙ୍କା ହେବ ଭତ୍ତା! ସୂଚନା ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ବଢିବ ଭତ୍ତା ଟଙ୍କା । ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ । ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Read more