୩୧ କୁଇଣ୍ଟାଲ ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବୌଦ୍ଧ: ପୁଣି ବୌଦ୍ଧ ପୁଲିସକୁ ବଡ଼ ସଫଳତା ମିଳିଛି। ବୌଦ୍ଧ-କନ୍ଧମାଳ ସୀମାନ୍ତ କଣ୍ଟାମାଳ ଥାନା ଅନ୍ତର୍ଗତ ମାନପଦର ଜଙ୍ଗଲରୁ ପୁଲିସ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି।

Read more