୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୩।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more