ପୁଞ୍ଚ ଜିଲ୍ଲା‌ରେ ଗୁଳି ବିନିମୟରେ ୪ ଆତଙ୍କବାଦୀ ନିହତ

ଜାମ୍ମୁ କଶ୍ମୀର: ଜାମ୍ମୁ କଶ୍ମୀରର ପୁଞ୍ଚ ଜିଲ୍ଲା‌ର ସିନ୍ଧରା ଅଞ୍ଚଳରେ ଏକ ମିଳିତ ଅପରେସନରେ ସୁରକ୍ଷା ବଳ ଦ୍ବାରା ୪ ଜଣ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀଙ୍କୁ ନିହତ

Read more