୨୦୧୮ରୁ ଏଯାଏଁ ବିଦେଶରେ ୪୦୩ ଭାରତୀୟ ଛାତ୍ରଙ୍କ ମୃତ୍ୟୁ: କାନାଡ଼ାରେ ସର୍ବାଧିକ

ନୂଆଦିଲ୍ଲୀ: ୨୦୧୮ ମସିହାରୁ ବର୍ତ୍ତମାନ ସୁଦ୍ଧା ୪୦୩ ଜଣ ଭାରତୀୟ ଛାତ୍ର ବିଦେଶରେ ମୃତ୍ୟୁବରଣ କରିଛନ୍ତି। ବିଦେଶରେ ମୃତ୍ୟୁବରଣ କରିଥିବା ଉକ୍ତ ଛାତ୍ରଙ୍କ ମଧ୍ୟ‌ରୁ କାନାଡ଼ାରେ ସର୍ବାଧିକ

Read more