ବଡ଼ଦାଣ୍ଡରେ ପଞ୍ଚୁକ ୫ ଦିନ ଉଠାଦୋକାନ ବନ୍ଦ

ପୁରୀ: ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ମରଚିକୋଟ ଛକ ପର୍ଯ୍ୟନ୍ତ ସମସ୍ତ ଉଠାଦୋକାନ ବନ୍ଦ ରହିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରଚିକୋଟ ଛକ ପର୍ଯ୍ୟନ୍ତ ବେରିକେଡିଂ

Read more