ଆଜି ଏକାସଙ୍ଗେ ୫ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ମୋଦୀ

ଭୋପାଳ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପହଞ୍ଚି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ

Read more