ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ।

Read more