ହକି ବିଶ୍ୱକପ୍ ଉଦଘାଟନୀ କାର୍ଯ୍ୟକ୍ରମ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା : ମୁତୟନ ହେବେ ପ୍ରାୟ ୫୦ ପ୍ଲାଟୁନ ପୁଲିସ ଫୋର୍ସ

ବିଶ୍ୱକପ୍ ହକିକୁ ନେଇ କମିଶନରେଟ ପୋଲିସର ବ୍ୟାପକ ପ୍ରସ୍ତୁତି । ଭୁବନେଶ୍ୱର ସୁରକ୍ଷା ବ୍ୟବସ୍ଥାରେ ୧୬ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ରହିବେ । ବିଭିନ୍ନ ପଏଂଟରେ

Read more