କରୋନାର ଏକ ମାସ ମଧ୍ୟରେ ମୃତ୍ୟୁ ହୋଇଥିଲେ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର: କୋଭିଡରେ ପ୍ରାଣ ହରାଉଥିବା ଲୋକଙ୍କ ପରିବାରକୁ ସହାୟତା ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରିବେ। ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସି.ବି.କେ ମହାନ୍ତି

Read more