୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୧।୦୮ : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Read more