ବନ୍ଦେ ଭାରତର ପ୍ରଥମ ଯାତ୍ରା: ପ୍ରଥମ ଦିନରେ ଯାତ୍ରାକଲେ ୫୮୪

ରାଉରକେଲା : ନିୟମିତ ଯାତ୍ରୀନେଇ ବୁଧବାର ପ୍ରଥମଥର ଗଡ଼ିଛି ବନ୍ଦେଭାରତ ଏକ୍ସପ୍ରେସ୍‌। ତେବେ ପୂର୍ବରୁ ଦୁଇଥର ପରୀକ୍ଷାମୂଳକ ଯାତ୍ରା ଓ ଉଦ୍‌ଘାଟନୀ ଯାତ୍ରାବେଳେ ଲୋକଙ୍କ ମନରେ ଯେଭଳି

Read more