5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଦୁଇଦିନିଆ ଗଞ୍ଜାମ ଗସ୍ତ ଆରମ୍ଭ, ପହଞ୍ଚିଲେ ହିଞ୍ଜିଳିକାଟୁରେ

ହିଞ୍ଜିଳିକାଟୁ: ଗଞ୍ଜାମ ଜିଲ୍ଲାରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଦୁଇଦିନିଆ ଗଞ୍ଜାମ ଗସ୍ତରେ ଯାଇ ହିଞ୍ଜିଳିକାଟୁରେ ପହଞ୍ଚିଛନ୍ତି କାର୍ତ୍ତିକ ପାଣ୍ଡିଆନ । ହିଞ୍ଜିଳିକାଟୁର ପୋଚିଲିମା ଖାମ୍ବିୟଦୋରା

Read more