ଗଜପତିରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ଲୋକଙ୍କୁ ଜଣାଇଲେ ୫ ଟି ସଚିବ

ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତର ପ୍ରଥମ ଦିନରେ ହେଲିକପ୍ଟର ଯୋଗେ ମୋହନା ନିର୍ବାଚନ ମଣ୍ଡଳୀ ର ମୋହନା ଠାରେ ଆସି ପହଞ୍ଚିଛନ୍ତି 5T ସଚିବ ଭି.

Read more