5ଟି ସଚିବଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ: ନୂଆ ରୂପରେ ଝଲସିବ ମା’ ତାରିଣୀ ପୀଠ, ବ୍ରହ୍ମେଶ୍ୱର ଓ ସିତାବିଞ୍ଜି ମନ୍ଦିରର ହେବ ନବକଳେବର

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ବିତୀୟ ଦିନ । 5T ସଚିବ ଘଟଗାଁ, ହରିଚନ୍ଦନପୁର, ବାଂଶପାଳ, ହାଟଡିହି,

Read more