ଆନ୍ଧ୍ର ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୬ ହାଡକୋର ମାଓବାଦୀ

ଆନ୍ଧ୍ରପ୍ରଦେଶ ଡିଜିପିଙ୍କ ନିକଟରେ ଆଜି ୬ ଜଣ ହାଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏମାନେ ସମସ୍ତେ ହେଉଛନ୍ତି ଆନ୍ଧ୍ର-ଓଡିଶା ବୋର୍ଡର ସ୍ପେଶାଲ ଜୋନାଲ କମିଟିର ସଦସ୍ୟ

Read more