ପ୍ରଧାନମନ୍ତ୍ରୀ ମୋଦୀଙ୍କ ସୁରକ୍ଷାରେ ତ୍ରୁଟି; ନିଲମ୍ବିତ ହେଲେ ୭ ପଞ୍ଜାବ ପୁଲିସ

ଚଣ୍ଡୀଗଡ଼: ଗତବର୍ଷ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପଞ୍ଜାବ ଗସ୍ତ ସମୟରେ ତାଙ୍କ ସୁରକ୍ଷା ବ୍ୟବସ୍ଥାରେ ଘଟିଥିବା ତ୍ରୁଟି ନିମନ୍ତେ ପଞ୍ଜାବ ସରକାର ଶନିବାର ଦିନ ଜଣେ ସୁପରିଣ୍ଟେଣ୍ଡେଣ୍ଟ୍‌ଙ୍କ ସମେତ

Read more