ଶ୍ରୀମନ୍ଦିରରେ ବ୍ୟଞ୍ଜନ ଦ୍ୱାଦଶୀ ନୀତି । ରାଧାକୃଷ୍ଣଙ୍କୁ ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ ଲାଗି

ମାର୍ଗଶୀର ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅନୁଷ୍ଠିତ ହୋଇଛି ବ୍ୟଞ୍ଜନ ଦ୍ୱାଦଶୀ । ଶ୍ରୀମନ୍ଦିରରେ ମଧ୍ୟ ଏହି ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଛି । ପରମ୍ପରା ଅନୁସାରେ ରାଧାକୃଷ୍ଣଙ୍କ

Read more